ଭୁବନେଶ୍ୱରରେ ମୋହନ ଭାଗବତ

ଆଜି ମଧ୍ୟାହ୍ନରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସଂରସଂଘ ଚାଳକ ଡକ୍ଟର ମୋହନ ଭାଗବତ।

ସେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes