ଭୁବନେଶ୍ୱରରେ ସକ୍ରିୟ କରୋନା ମାମଲା ଶହେ ତଳେ

ଆଜି ଭୁବନେଶ୍ୱରରେ 1 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 5 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ 97 ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes