ଭୁବନେଶ୍ୱରର ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଭରତପୁର ଥାନା କଳିଙ୍ଗନଗରରେ ଏକ ଘର ଭିତରୁ ଗଳିତ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି।

ବ୍ୟକ୍ତିଜଣଙ୍କ ନନ୍ଦ ମିସ୍ତ୍ରୀ ଭାବେ କାମ କରନ୍ତି। ତାଙ୍କ ଘର ଗଞ୍ଜାମରେ ବୋଲି ସୂଚନା ମିଳିଛି। ମୃତ୍ୟୁର କାରଣ ଜଣାପଡ଼ିନଥିବା ବେଳେ ପୁଲିସ ଶବ ଜବତ କରି ତଦନ୍ତ ଚଳାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes