ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ ବୁଲିଲେ ବିଏମସି କମିଶନର

ଭୁବନେଶ୍ୱରର ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦେଇ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ଆଜି ବିଭିନ୍ନ ଅଞ୍ଚଳ ବୁଲି ସ୍ଥାନୀୟ ରାସ୍ତାଘାଟ, ପରିମଳ, ପାନୀୟ ଜଳ ଯୋଗାଣ ଓ ସ୍ବାସ୍ଥ୍ୟଗତ ସମସ୍ୟା ସମ୍ପର୍କରେ ଲୋକଙ୍କୁ ପଚାରି ବୁଝିଛନ୍ତି।

ସହରକୁ ସବୁଜ ଓ ସୁନ୍ଦର ରଖିବାକୁ ହେଲେ ସମସ୍ତଙ୍କ ସହଯୋଗ ଜରୁରୀ ବୋଲି ସେ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes