ଭୁବନେଶ୍ୱର ଉପକଣ୍ଠ ନଦୀ, କେନାଲରେ ମୁତୟନ ହେବେ କର୍ମଚାରୀ

ହୋଲିରେ ଅଘଟଣ ରୋକିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ୫ଟି ସ୍ଥାନରେ ଲାଇଫ ଗାର୍ଡ, ଜ୍ୟାକେଟ, ରବର ବୋଟ ଆଦି ରହିବ।

କୁଆଖାଇ, ଦୟା ନଦୀ ଓ ପୁରୀ କେନାଲ ଆଦିରେ ମୁତୟନ ହେବେ। ପ୍ରତି ତୁଠରେ ୬ ଜଣ ରେସକ୍ୟୁ ଟିମ୍ ରଖିବାକୁ ବିଭାଗ ନିଷ୍ପତ୍ତି ନେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes