ଭୁବନେଶ୍ୱର ଏମ୍ସରୁ ୧୨ ଦଲାଲଙ୍କୁ ଗିରଫ

ଭୁବନେଶ୍ୱର ଏମ୍ସରୁ ୧୨ ଦଲାଲଙ୍କୁ ଗିରଫ କରିଛି ଖଣ୍ଡଗିରି ପୁଲିସ।

ଏମାନେ ରୋଗୀଙ୍କୁ ସହାୟତା କରିବା ଆଳରେ ଲୁଟ୍ କରି ଗିରଫ ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes