ଭୁବନେଶ୍ୱର କ୍ଷୁଦ୍ର ବ୍ୟବସାୟୀ ସଂଘର ବାର୍ଷିକ ବୈଠକ

ଉତ୍ତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମା’ ଶିଖରଚଣ୍ଡୀଙ୍କ ପୀଠରେ ଭୁବନେଶ୍ୱର କ୍ଷୁଦ୍ର ବ୍ୟବସାୟୀ ସଂଘର ବାର୍ଷିକ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି l

ଏହି ବୈଠକରେ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପିର ବରିଷ୍ଠ ନେତୃତ୍ୱ ଓ ପଦାଧିକାରୀ ଯୋଗଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes