ଭୁବନେଶ୍ୱର ଫେରିଲେ ନବୀନ, ବିମାନବନ୍ଦରରେ ବିପୁଳ ସମ୍ବର୍ଦ୍ଧନା

ଦିଲ୍ଲୀରେ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରତ୍ୟାବର୍ତ୍ତନ କରି ଭୁବନେଶ୍ୱରରେ ପହଞ୍ଚିଛନ୍ତି l
ସେ ବିମାନବନ୍ଦରରେ ପହଂଚିବା ପରେ ତାଙ୍କୁ ହଜାର ହଜାର କର୍ମୀ ପାରମ୍ପରିକ ନୃତ୍ୟଗୀତ ମାଧ୍ୟମରେ ବିପୁଳ ସମ୍ବର୍ଦ୍ଧନା ଜଣାଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes