ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ।

ଏମସିଏଲ୍ ଗେଷ୍ଟ ହାଉସରୁ କଡ଼ା ସୁରକ୍ଷାରେ ଯାଇ ବିମାନବନ୍ଦରରେ ପହଞ୍ଚିଛନ୍ତି ଏବଂ ସେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes