ଭୁବନେଶ୍ୱର ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆଜି ଭୁବନେଶ୍ୱର ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ସ୍ୱାଗତ କରାଯାଇଛି l

ଏହି ଅବସରରେ ଭୁବନେଶ୍ୱର ବିଜେପି ଜିଲ୍ଲା ସଭାପତି ବାବୁ ସିଂ ଓ ସାଥୀ ବିମାନ ବନ୍ଦରରେ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes