ଭୁବନେଶ୍ୱର ମହାନଗରରେ ବଢିଲା କରୋନା କଟକଣା

ଭୁବନେଶ୍ଵରରେ ଠେଲା ଜଳଖିଆ, ଚା, ଲସି, ଗୁପଚୁପ୍ ଦୋକାନୀଙ୍କୁ ଭିଡ଼ କରିବା ପାଇଁ ମନା କରିଛି ଭୁବନେଶ୍ବର ମହାନଗର ନିଗମ।

ଦୋକାନୀ ଭିଡ଼ ସମ୍ଭାଳି ନ ପାରିଲେ ଖାଦ୍ୟ ପାର୍ସଲ ଦେବାକୁ ପରାମର୍ଶ ଦିଆଯାଇଛି। କୌଣସି ସପିଂ ମଲ୍ ଓ ଦୋକାନରେ ଭିଡ଼ ନ କରିବାକୁ ମଧ୍ୟ କଡ଼ା ତାଗିଦ୍ କରିଛି ବିଏମସି। ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର ନିଶ୍ଚିତ କରିବେ ମଲ୍ କର୍ତ୍ତୃପକ୍ଷ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes