ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ପାଇଁ ଜୁନ୍‌ରେ ଭିତ୍ତିପ୍ରସ୍ତର ସ୍ଥାପନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁନ୍‌ରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ପ୍ରେସ୍‌ମିଟ୍‌ରେ ନଗର ଉନ୍ନୟନ ସଚିବ ଜି. ମାଥିଭାଥନନ୍‌ ସୂଚନା ଦେଇଛନ୍ତି।

ଭୁବନେଶ୍ୱର-କଟକ ପାଇଁ ଡିପିଆର୍‌ ପ୍ରସ୍ତୁତ ହୋଇଛି ଏବଂ ସର୍ଭେ ସରିଛି ବୋଲି ସଚିବ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes