ଭୋଟର ତାଲିକା ସଂଶୋଧନ ତାଲିମ ଅନୁଷ୍ଠିତ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଆଜି 16 ଟି ଜିଲ୍ଲାରୁ ଆସିଥିବା ମାଷ୍ଟର ଟ୍ରେନରଙ୍କର ଭୁବନେଶ୍ୱରସ୍ଥିତ ମଧୁସୂଦନ ଏକାଡେମୀ ଠାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ -2023 ସହ ଲୋକପ୍ରତିନିଧି ଆଇନରେ କରାଯାଇଥିବା ସଂଶୋଧନ ସମ୍ପର୍କରେ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes