ଭ୍ୟାନ ଦୁର୍ଘଟଣାରେ ୨୫ ଆହତ

ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ଝିଟିକିଗୁଡାରେ ଆଜି ଅପରାହ୍ନରେ ଏକ ପିକ ଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହେବାରୁ 25 ଜଣ ଆହତ ହୋଇଥିବା ସ୍ଥାନୀୟ ପୁଲିସ କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes