ମଇ ପ୍ରଥମ ସପ୍ତାହରୁ ରବି ଧାନ ସଂଗ୍ରହ ନିମନ୍ତେ ଆଜି ଲୋକସେବାରେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ରବି ଧାନ ସଂଗ୍ରହ ପାଇଁ ପଞ୍ଜିକୃତ ଚାଷୀ ମାନଙ୍କ ଧାନଚାଷ ଜମିର ତଥ୍ୟ, ଜଳସେଚିତ ଜମିର ପରିମାଣ, ବ୍ୟାଙ୍କ ଆକାଉଣ୍ଟ ଆଦି ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଛି l