ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସଷ୍ଟାଣ୍ଡର ଶସ୍ତା ନିର୍ମାଣ କାର୍ଯ୍ୟ ମଇ ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ଆଜି ଲୋକସେବା ଭବନରେ ମନ୍ତ୍ରୀ ପଦ୍ମନାଭ ବେହେରା ଓ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକରେ କୁହାଯାଇଛି l
Credible Local News of Odisha