ମଙ୍କି ପକ୍ସ ପ୍ରତି ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ବିଭିନ୍ନ ଦେଶରେ ଦେଖାଦେଇଥିବା ମଙ୍କି ପକ୍ସ ଭାଇରସ ଆତଙ୍କ ଏ ପର୍ଯ୍ୟନ୍ତ ଦେଖା ଯାଇ ନଥିଲେ ମଧ୍ୟ ଏଥିପ୍ରତି ସତର୍କ ରହିବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଆଜି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes