ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ଦୁର୍ଗାପୁର ଗ୍ରାମରେ ମଦ ଡିପୋ ଖୋଲିବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ବିରୋଧ କରି ଆଜି ଅଲ୍ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ ପକ୍ଷରୁ ଛେଣ୍ଡିପଦା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ଦେଖିବାକୁ ମିଳିଛି।
Credible Local News of Odisha