ମଦ ଧରପଗଡ଼ ବେଳେ ତହସିଲଦାରଙ୍କୁ ମାଡ଼

ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଅନ୍ତର୍ଗତ ଜରଡ଼ା ବୁଢ଼ୀଘାଟିରେ ଆଜି ମଦ ଧରପଗଡ଼ ବେଳେ ସ୍ଥାନୀୟ ଲୋକଙ୍କ ଆକ୍ରମଣରେ ପାତ୍ରପୁର ତହସିଲଦାରଙ୍କ ସମେତ ତିନି ଜଣ ଆହତ ହୋଇଛନ୍ତି l
ପୁଲିସ ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes