ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ସଭାଗୃହ ଠାରେ ଆଜି ମଧୁବାବୁ ପେନସନ ଯୋଜନା ଅନୁସାରେ ଭତ୍ତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହା ଦ୍ଵାରା ହିତାଧିକାରୀ ମାନେ ବ୍ୟାଙ୍କଖାତା ମାଧ୍ୟମରେ ଏହି ସୁବିଧା ପାଇପାରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ ସାଏଙ୍କ ସମେତ ବ୍ଲକ ଅଧ୍ୟକ୍ଷ ଦୁଃଶାସନ ରାଉଳ ବହୁ ପ୍ରତିନିଧି ଓ ଅଧିକାରୀମାନେ ଉପସ୍ଥିତ ଥିଲେ।