ମନମୁଣ୍ଡାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମନମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି।

ଏଥିରେ ୨୨୫ ଜଣ ନାମ ପଞ୍ଜିକରଣ କରି ନିଜ ସମସ୍ୟାକୁ ଅଧିକାରୀଙ୍କ ପାଖରେ ରଖିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes