ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମନମୋହନ ସାମଲଙ୍କୁ ରାଜ୍ୟ ବିଜେପିର ନୂତନ ସଭାପତି ଭାବେ ଆଜି ଦଳର ରାଷ୍ଟ୍ରୀୟ ସଭାପତି ଜେ ପି ନଦା ନିଯୁକ୍ତି ଦେଇଥିବା ଦଳ ପକ୍ଷରୁ କୁହାଯାଇଛି l ସମୀର ମହାନ୍ତିଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି l
ମନମୋହନ ପୁର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଥିଲେ ଏବଂ ବିଜେଡ଼ି -ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଭାବେ କାମ କରିଥିଲେ l