ଗତ ୭ ଦିନ ଧରି ଜେରା କରିବା ପରେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳାୟ (ଇଡି)।
ଆଜି ରିମାଣ୍ଡର ଶେଷ ଦିନରେ ମନି ଲଣ୍ଡରିଂ ଆକ୍ଟରେ ତାଙ୍କୁ ଗିରଫ କରିଛି। ପୂର୍ବରୁ ଇଡି ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱର ପ୍ରଧାନଙ୍କୁ ଗିରଫ କରିଥିଲା।
Credible Local News of Odisha