ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା କରିବା ସହ ମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ଟିମ୍ ଗଠନ ହୋଇଛି। ଜଣେ ଡିଏସପିଙ୍କ ନେତୃତ୍ୱରେ ୫ ଜଣ ଅଫିସର ଝାରସୁଗୁଡ଼ା ବାହାରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes