ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁର ଆସିଲା ପୋଷ୍ଟମର୍ଟମ ରିପୋର୍ଟ January 31, 2023 by Rameswar mahakur କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ରିପୋର୍ଟ ହସ୍ତାନ୍ତର କରିଛନ୍ତି ବିଭାଗୀୟ ଡାକ୍ତର ଲକ୍ଷ୍ମୀକାନ୍ତ ବେହେରା।