ମୁଖ୍ୟମନ୍ତ୍ରୀ ସିବିଆଇକୁ ତୁରନ୍ତ ତଦନ୍ତ ଭାର ଦେବାକୁ ବିଜେପି ସଭାପତି ସମୀର ମହାନ୍ତି କହିଛନ୍ତି।
ତଦନ୍ତ ବିଳମ୍ବ କଲେ ପ୍ରମାଣ ନଷ୍ଟ ହେବାର ରାସ୍ତା ପ୍ରସ୍ତୁତ ହୋଇଯିବ। ପୂର୍ବରୁ କ୍ରାଇମବ୍ରାଞ୍ଚ ଯାହା ତଦନ୍ତ କରିଛି, ଫଳ ଶୂନ ରହିଛି ବୋଲି ବିଜେପି କହିଛି।
Credible Local News of Odisha