ମନ୍ତ୍ରୀ ପରିଷଦ ବୈଠକରେ ପୂର୍ଣ୍ଣାଙ୍ଗ ବଜେଟକୁ ଅନୁମୋଦନ

ରାଜ୍ୟ ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକରେ ଆଜି 2022-23 ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟକୁ ଅନୁମୋଦନ ମିଳିଛି l ଏଥର ବଜେଟର ଆକାର 2 ଲକ୍ଷ 10 ହଜାର କୋଟି ଥିବା କୁହାଯାଉଛି l

ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ସମସ୍ତେ ଉଦ୍ୟମ କରିବାକୁ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes