ରାଜ୍ୟ ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକରେ ଆଜି 2022-23 ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟକୁ ଅନୁମୋଦନ ମିଳିଛି l ଏଥର ବଜେଟର ଆକାର 2 ଲକ୍ଷ 10 ହଜାର କୋଟି ଥିବା କୁହାଯାଉଛି l
ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ସମସ୍ତେ ଉଦ୍ୟମ କରିବାକୁ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଥିଲେ l