ମନ୍ତ୍ରୀ, ମେୟରଙ୍କ ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସ ଏବଂ ବିଏମସି ହସ୍ପିଟାଲ ପରିଦର୍ଶନ

ଆଜି ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସ ଏବଂ ବିଏମସି ହସ୍ପିଟାଲ ପରିଦର୍ଶନ କରିଛନ୍ତି ମନ୍ତ୍ରୀ, ମେୟର l

ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମେୟର ସୁଲୋଚନା ଦାସ, ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ଏବଂ ସ୍ଥାନୀୟ କର୍ପୋରେଟର ଉପସ୍ଥିତ ରହି ଜନସାଧାରଣଙ୍କ ସହ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes