ମରାମତି ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ

ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

ସିଂହଦ୍ବାର ରୁପା ଛାଉଣୀ କରିବାକୁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଛି। ଉଭୟ କାର୍ଯ୍ୟ ରଥଯାତ୍ରା ଅବଧି ମଧ୍ୟରେ ସାରିବାକୁ ନିଷ୍ପତ୍ତି ହୋଇଥିବା ମୁଖ୍ୟ ପ୍ରଶାସକ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes