ମର୍ମନ୍ତୁଦ ଦୁର୍ଘଟଣା ପରେ ଅଧ କିମି ଘୋଷାଡ଼ି ନେଲା ବସ୍‌

ସୋନପୁର-ବଲାଙ୍ଗିର ରାସ୍ତାର ଗଇଁତଳା ତହସିଲ ପାଖରେ ଦୁର୍ଘଟଣା ଘଟିଛି।

ବାଇକ୍‌ରେ ଯାଉଥିବା ବାପା ଓ ୨ ଝିଅଙ୍କୁ ବସ୍‌ ଧକ୍କା ଦେଇଥିଲା। ବାପା ଓ ଜଣେ ଝିଅ ଛିଟିକି ପଡ଼ି ଗୁରୁତର ହୋଇଥିବା ବେଳେ ଆଉ ଜଣେ ଝିଅର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ମୃତ ଝିଅକୁ ଅଧ କିମି ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା ବସ୍‌। ପୁଲିସ ଡ୍ରାଇଭରକୁ କାବୁ କରିବା ସହ ବସ୍‌ ଜବତ କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes