ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ମୃତ, ୫ ଗୁରୁତର

କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ବସନ୍ତପୁର ନିକଟରେ ଏହି ଦୁର୍ଘଟଣା ଘଟିଛି।

ଅଟୋ ଓ ବୋଲେରୋ ପିକଅପ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି ଓ ୫ ଜଣ ଗୁରୁତର ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes