ମହଦା ସମବାୟ ସମିତିରେ ନିର୍ଦ୍ବନ୍ଦରେ ନିର୍ବାଚିତ ହେଲେ ସଭାପତି

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମହଦା ସମବାୟ ସମିତିରେ ଆଜି ଆଶିଷ ବଡପଣ୍ଡା ନିର୍ଦ୍ବନ୍ଦରେ ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି ।

ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ଥିବା ବେଳେ ଶ୍ରୀ ବଡପଣ୍ଡା କେବଳ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ନିର୍ବାଚନ ଅଧିକାରୀ ତାଙ୍କୁ ସଭାପତି ଭାବରେ ଘୋଷଣା କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes