ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଅନ୍ତର୍ଗତ ମହାଦେବପାଲି ଠାରେ ଆଜି ବ୍ଳକ ସ୍ତରୀୟ ସ୍ବାସ୍ଥ୍ୟ ମେଳା ଅନୁଷ୍ଠିତ ହୋଇଥିଲା।
ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ରମେଶ ରଞ୍ଜନ ପତି ଯୋଗଦେଇ ସ୍ବାସ୍ଥ୍ୟ ମେଳା ଆୟୋଜନ ମହତ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ ।
Credible Local News of Odisha