ମହାନଦୀ -ଚିତ୍ରୋତ୍ପଳା ଦ୍ବୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ

ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ କଳାବୁଦା ଠାରେ ମହାନଦୀ – ଚିତ୍ରୋତ୍ପଳା ଦ୍ବୀପାଞ୍ଚଳ ଜଳସେଚନ ପ୍ରକଳ୍ପକୁ ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଲୋକାର୍ପଣ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes