ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମରକ୍ଷା ଶିବିର ଅନୁଷ୍ଠିତ

ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଉଦଳା ମହାବିଦ୍ୟାଳୟରେ ଏକ ସପ୍ତାହ ଛାତ୍ରୀ ଆତ୍ମରକ୍ଷା ଶିବିର ଉଦଯାପିତ ହୋଇଛି ।

ଅଧ୍ୟକ୍ଷା ଜୟଶ୍ରୀ ଚୌଧୁରୀ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ୩୬୬ଛାତ୍ରୀଙ୍କୁ ନେଇ ଏହି ଆତ୍ମରକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା । ପ୍ରୋଗ୍ରାମ ଅଫିସର ଆରତୀବାଳା ସାହୁ ଏହି ଶିବିରରେ ପ୍ରଶିକ୍ଷଣ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes