ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ଓଟିଡିସି ହଲ୍ ଠାରେ ଆଜି ମହିମା ଗାଦି ସୁରକ୍ଷା ସମ୍ପର୍କିତ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବରିଷ୍ଠ ସମାଜସେବୀ ବିପିନ୍ ସିଂଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ମହିମା ଗାଦି ସମାଜ ତରଫରୁ ୫ ଦଫା ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।