ମହିଳା ଆଇନଜୀବୀଙ୍କ ଦ୍ୱାରା ମହିଳାମାନେ ନ୍ୟାୟ ପାଇବେ

ଅଲ ଓମେନ୍ସ ଆଡଭୋକେଟ୍ ଫୋରମ ଏବଂ ଆଖିଲ ଭାରତୀୟ ସଂୟୁକ୍ତ ଅଧିବକ୍ତା ମଂଚ ମିଳିତ ଅନୁକୂଳରେ ଆର୍ନ୍ତଜାତୀୟ ମହିଳା ଦିବସ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି ।

ଫୋରମର ଅଧକ୍ଷା ହରପ୍ରିୟା ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ ରାଜ୍ୟ ମାନବ ଅଧିକାର କମିସନ ସଦସ୍ୟ ଅଶୀମ ଅମିତାଭ ଦାସ, ସମ୍ମାନୀତ ଅତିଥି ଭାବେ ସାଂସଦ ସୁଲତା ଦେଓ, ଆଖିଲ ଭାରତୀୟ ସଂୟୁକ୍ତ ଅଧିବକ୍ତା ମଂଚର ଗୋହାଟିର ଡ. ନର୍ମତା ଶର୍ମା, ପ୍ରମୁଖ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes