ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଙ୍କ ଅଚାନକ ଗସ୍ତ ପରେ ସମୀକ୍ଷା

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ସୋମବାର ଅଚାନକ ଆସି ସାହାରପଡା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି l

ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ ଆଇସିଡିଏସ ଅଧୀନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ l ମନ୍ତ୍ରୀଙ୍କ ସହ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧକ୍ଷ ଜଗନ୍ନାଥ ,ବ୍ଲକ ଅଧକ୍ଷା ରୀନା ନାୟକ, ବିଡ଼ିଓ ବିଜୟ କୁମାର ନାୟକ, ସିଡିପିଓ ଦୀପ୍ତି ମୟୀ ନାୟକ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes