ମହିଳା ବିଜୁ ଜନତା ଦଳ ତରଫରୁ ଜନସେବା କାର୍ଯ୍ୟକ୍ରମ

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଷ୍ଟେଚୁ ଛକ ଠାରେ ଆଜି ମହିଳା ବିଜୁ ଜନତା ଦଳ ତରଫରୁ ଜନସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏଥିରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଯୋଗ ଦେଇଥିଲେ। ରାସ୍ତାରେ ଯିବା ଆସିବା କରୁଥିବା ସବୁ ବର୍ଗର ଲୋକଙ୍କୁ ସରବତ ବଣ୍ଟନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes