ମହୁଲ ଗଛରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଲା ଥାନା ଅନ୍ତର୍ଗତ ଆଉଁଳି ଗ୍ରାମ ନିକଟରେ ଏକ ମହୁଲ ଗଛରୁ ଆଜି ଜଣେ ଯୁବକ ଓ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହେବା ପରେ ପୁଲିସ ଘଟଣାର ତଦନ୍ତ କରୁଛି l
ଯୁବକଙ୍କ ଘର ଆଉଁଳି ଗ୍ରାମରେ ହୋଇଥିବା ବେଳେ ଯୁବତୀଙ୍କ ଘର ଅନୁଗୁଳ ଅଞ୍ଚଳରେ ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes