ମାଁ ମାହେଶ୍ବରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ବରଘାଟ ଚମ୍ପିୟାନ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହଥା ପଞ୍ଚାୟତର ବରଘାଟ ଖେଳ ପଡିଆରେ ଚାଲିଥିବା ମାଁ ମାହେଶ୍ବରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ବୁଧବାର ଉଦଯାପିତ ହୋଇଯାଇଛି । ଫାଇନାଲ ଖେଳରେ ବରଘାଟ ଦଳ କମିରା ଦଳକୁ ପରାସ୍ତ କରିଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes