କଟକ ମଧୁପାଟଣା ଥାନା ଶ୍ରୀରାମନଗରରେ ଘର ଭିତରୁ ସାବତ ମାଆ, ପୁଅଙ୍କ ମୃତଦେହ ମିଳିବା ଘଟଣାରେ ମୃତ ମହିଳା ଶିଳ୍ପୀ ଦାସଙ୍କ ସ୍ବାମୀ ସନ୍ତୋଷ ଖୁଣ୍ଟିଆଙ୍କୁ ପୁଲିସ ଗିରଫ କରିଛି।
ଶିଳ୍ପୀଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୁଲିସ ଗିରଫ କରିଛି।
Credible Local News of Odisha