ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ଆଜି ବରଗଡ ଜିଲ୍ଲା ଭଟଲି ରାଜୀବ ଗାନ୍ଧୀ ଟାଉନ ହଲ ଠାରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି।

ସତୁରୀ ଜଣଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes