ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରୁ ୩ ଦିନ ବିଦ୍ୟୁତ ଉତ୍ପାଦନ ବନ୍ଦ

କୋରାପୁଟ ଜିଲ୍ଲା ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ୩ ଦିନ ବନ୍ଦ ରଖିବାକୁ ବିଭାଗୀୟ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି।

୧୨୦ ମେଗା ୱାଟ୍ ବିଦ୍ୟୁତ ଉତ୍ପାଦନ ବନ୍ଦ ନେଇ ନିର୍ବାହୀ ଯନ୍ତ୍ରୀ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes