ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଶିକ୍ଷୟିତ୍ରୀ ଅସୁସ୍ଥ

ସ୍ଥାନୀୟ ଟାଉନ ବାଳକ ହାଇସ୍କୁଲରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଆଜି ଜଣେ ଶିକ୍ଷୟିତ୍ରୀ ଅସୁସ୍ଥ ହୋଇପଡ଼ିବା ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେ କରାଯାଇଥିଲା I

ଅସୁସ୍ଥ ଶିକ୍ଷୟିତ୍ରୀ ହେଲେ ମାଧିଆପାଲି ହାଇସ୍କୁଲର ହିନ୍ଦୀ ଶିକ୍ଷୟିତ୍ରୀ ବିଜୟ ଲକ୍ଷ୍ମୀ ପଣ୍ଡା । ଚିକିତ୍ସା ପରେ ତାଙ୍କୁ ଘରକୁ ପଠାଇ ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes