ମାତୃ ଓ ଶିଶୁ ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ଲୋକାର୍ପିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ୫୦ ଶର୍ଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ଉଦଘାଟିତ ହୋଇଯାଇଛି ।

ରାଜ୍ୟ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବଲାଙ୍ଗୀର ସାଂସଦ ସଂଗୀତାକୁମାରୀ ସିଂଦେଓ ଅତିଥି ଭାବେ ଯୋଗଦେଇ ଏହାକୁ ଲୋକାର୍ପିତ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes