ମାଧପୁର ଛକରେ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଆଜି ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ ବୌଦ୍ଧ ଜିଲ୍ଲା ଆଡେଣିଗଡ ପଞ୍ଚାୟତ ଅନ୍ତର୍ଗତ ମାଧପୁର ଛକରେ ନିକଟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes