ମାନସ ହତ୍ୟା ମାମଲାରେ ନିରଞ୍ଜନକୁ ମିଳିଲାନି ଜାମିନ

କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ନିରଞ୍ଜନ ସେଠୀଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଭଦ୍ରକ ଜିଲ୍ଲା ଓ ଦୌରା ଜଜ୍।

ଅନ୍ୟ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଘୁଞ୍ଚିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes