ମାମୁ ଘର ଗାଁ ପୋଖରୀରେ ବୁଡ଼ି ନାବାଳକର ମୃତ୍ୟୁ

କନ୍ଧମାଳ ଜିଲ୍ଲା କ. ନୂଆଗାଁ ଥାନା ଗୁଞ୍ଜିଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ନାବାଳକ ଜଣକ ଚତୁର୍ଥ ଶ୍ରେଣୀରେ ପଢୁଥିଲେ। ଖରା ଛୁଟିରେ ମାମୁ ଘରକୁ ଯାଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes